Home Posts tagged Today is childrens day.
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୪/୧୧: ଆଜି ନଭେମ୍ବର ୧୪ ତାରିଖ। ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ଦିବସ । ଆଜିର ଦିନଟିକୁ ପ୍ରତିବର୍ଷ ଭାରତରେ ଶିଶୁ ଦିବସ ଭାବେ ପାଳନ କରାଯାଇଥାଏ ।ଜବାହରଲାଲ ନେହେରୁ ପିଲାମାନଙ୍କୁ ବହୁତ ଭଲ ପାଉଥିଲେ। ଆଜିର ଶିଶୁ ଆସନ୍ତାକାଲିର ନାଗରିକ। ଦେଶ ନିର୍ମାଣରେ ଶିଶୁର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହି କଥାକୁ ସେ ମର୍ମେ ମର୍ମେ ଅନୁଭବ କରିଥିଲେ । ସେ ଦେଶର Continue Reading