
ପୁରୀ, ୮/୩: ଆଜି ହେଉଛି ମହାଶିବରାତ୍ରୀ। ଏଥିଲାଗି ରାଜ୍ୟର ସମସ୍ତ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି। ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ ପରିବେଶ। ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ, ଆଖଣ୍ଡଳମଣି, କପିଳାସ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ କିପରି ଶାନ୍ତିଶୃଙ୍ଖଳାର ସହ ବାବାଙ୍କୁ ଦର୍ଶନ କରିବେ ଓ ଦୀପ ଜାଳିବେ, ସେ ନେଇ ବିଭିନ୍ନ ଶୈବପୀଠରେ ବ୍ୟାପକ ପ୍ରସ୍ତୁତି କରାଯାଇଛି Continue Reading