Home Posts tagged tomorrow thunderstrom rain
Odisha News
ଭୁବନେଶ୍ୱର.୧୯/୩ : ଆସନ୍ତା ୨ ଦିନ ରାଜ୍ୟରେ ବହୁ ଜିଲ୍ଲାରେ ପ୍ରବଳ ବଜ୍ରପାତ ସାଙ୍ଗକୁ ଝଡ଼ବର୍ଷା ହେବ। ଏନେଇ ଆଜି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବଜ୍ରପାତ ସହ ବର୍ଷା ସମୟରେ ୪୦ରୁ ୫୦ କିମି ପବନ ବହିବା ସମ୍ଭାବନା ରହିଛି।ଆସନ୍ତାକାଲି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ […]Continue Reading
Seo wordpress plugin by www.seowizard.org.