![](https://odishanewsonline.com/wp-content/uploads/2025/01/sudam-580x359.jpg)
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୬।୧ : ବିଦ୍ୟୁତ ଚୋରିକୁ ତୃଣମୂଳ ସ୍ତରରୁ ରୋକିବା ପାଇଁ ବିଶେଷ ଗୁରୁତ୍ଵ ଦେଉଛି ଟିପିଏନଓଡିଏଲ। ଉପଭୋକ୍ତାମାନଙ୍କୁ ନିରବଛିନ୍ନ ଓ ଗୁଣାତ୍ମକ ବିଦ୍ୟୁତ ସେବା ପ୍ରଦାନ ଦିଗରେ କମ୍ପାନୀ ବିଶେଷ ଧ୍ୟାନ ଦେଉଛି।ଏହି କ୍ରମରେ ପ୍ରାୟ ୩୬୨ ମେଗାୱାଟ ବିଜୁଳି ଚୋରିକୁ ରୋକିବାରେ ଟିପିଏନଓଡିଏଲ ସଫଳ ହୋଇଛି ଓ ୧ ଲକ୍ଷ ୨୯ ହଜାର ମାମଲା ଦାୟର କରିଛି। ମିଳିଥିବା ସୂଚନା ମୁତାବକ ୨୦୨୧-୨୨ ଆର୍ଥିକ ବର୍ଷରେ ୩୭ହଜାର ୯୩୮ଟି ମାମଲା Continue Reading