ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୯/୫ : ଭାରତର ଶେଷ ସ୍ୱାଧୀନ ଦୁର୍ଗ ବରୁଣେଇ ପାହାଡ଼ ପାଦଦେଶରେ ପାଇକ ସ୍ମାରକୀ ନିର୍ମାଣ କାର୍ଯ୍ୟ ଚାଲିଛି।ସୋମବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରଧାନ ଖୋରଧା ଗସ୍ତରେ ଆସି ନିର୍ମାଣସ୍ଥଳ ପରିଦର୍ଶନ କରିବା ସହ ନିର୍ମାଣ ଦାୟିତ୍ବରେ ଥିବା ଅଏଲ ଇଣ୍ଡିଆ ଫାଉଣ୍ଡେଶନ ଏବଂ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ସହ Continue Reading




