ତାଳଚେର, ୩୧/୩ : ତାଳଚେରର ଅଧିଷ୍ଠାତ୍ରୀ ଦେବୀ, ଶକ୍ତିସ୍ୱରୂପିଣୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପବିତ୍ର ନବଦିନାତ୍ମକ ଯାତ୍ରା ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସପରିବାର ମାଆଙ୍କ ମନ୍ଦିରରେ ଦର୍ଶନ କରିବା ସହ ଉଭା ସ୍ଥଳୀରେ ପୂଜାର୍ଚ୍ଚନା କରିଛନ୍ତି ।ମାଆଙ୍କ ସ୍ୱତନ୍ତ୍ର ବେଶ ଦର୍ଶନ କରି ଶ୍ରୀ ପ୍ରଧାନ ନିଜକୁ କୃତାର୍ଥ ମନେ କରିବା ସହ ମା’ ହିଙ୍ଗୁଳାଙ୍କୁ ଆମ ସନାତନ ସଭ୍ୟତାର ଅନନ୍ୟ ସାଂସ୍କୃତିକ, ଧାର୍ମିକ ଏବଂ ଆଧ୍ୟାତ୍ମିକ Continue Reading




