
ଭୁବନେଶ୍ୱର, ୨୯/୧: ଉତ୍କର୍ଷ ଓ ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମର ବୁଧବାର ହେଉଛି ଦ୍ବିତୀୟ ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି।ରାଜ୍ୟରେ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ରାଜ୍ୟରେ ଗୋଟିଏ ସ୍ୱତନ୍ତ୍ର ମହିଳା ଶିଳ୍ପ ପାର୍କ ଏବଂ ଇପିକଲରେ ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ବୁଧବାର ଉତ୍କର୍ଷ ଓଡ଼ିଶା – ମେକ୍ ଇନ୍ ଓଡ଼ିଶା Continue Reading