
ଓଡିଶା , ୮/୧୨ : ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ।ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟି ମହାକୁମ୍ଭରେ ଯୋଗ Continue Reading