Home Posts tagged vice president c.p.radhakrishnan
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର,୧୬/୧୧: ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ସୋମବାର ସକାଳେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାର ତାଙ୍କୁ ଭବ୍ୟ ସ୍ବାଗତ ଜଣାଇଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ।ତାଙ୍କର ଏହି ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ସେ ବିଧାନସଭାରେ ବିଧାୟକଙ୍କ ତାଲିମ କାର୍ଯ୍ୟକ୍ରମରେ ସାମିଲ ହେବେ। ଏହାସହ ସେ ଶ୍ରୀଶ୍ରୀ ବିଶ୍ବବିଦ୍ୟାଳୟ ଆଇକନିକ ଟାୱାର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ Continue Reading