Home Posts tagged vice president election to be held on august 6
Top Stories
ନୂଆଦିଲ୍ଲୀ,୨୯/୬: ରାଷ୍ଟ୍ରପତି ନିର୍ବାଚନ ପରେ ଦେଶରେ ଅନୁଷ୍ଠିତ ହେବ ଉପ ରାଷ୍ଟ୍ରପତି ପଦ ପାଇଁ ଭୋଟ। ଆସନ୍ତା ଅଗଷ୍ଟ ୬ ତାରିଖରେ ଉପ ରାଷ୍ଟ୍ରପତି ନିର୍ବାଚନ ହେବ ବୋଲି ଆଜି ତାରିଖ ଘୋଷଣା କରାଯାଇଛି।ବର୍ତ୍ତମାନ ଦେଶର ଉପ ରାଷ୍ଟ୍ରପତି ଭାବେ କାର୍ଯ୍ୟ କରୁଥିବା ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ମାସରେ ଶେଷ ହେବ।ତେଣୁ ସେ ଅବସର ନେବା ପୂର୍ବରୁ ହିଁ ନୂଆ ଉପ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଉପ ରାଷ୍ଟ୍ରପତି ରାଜ୍ୟସଭାର Continue Reading
Seo wordpress plugin by www.seowizard.org.