
କଟକ,୨୭/୪: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବଡ଼ମ୍ବା ବ୍ଲକ ନିର୍ବାହୀ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ା। ସେ ବିଲ୍ ପାସ କରିବା ପାଇଁ ଜଣେ ଠିକାଦାରଙ୍କଠୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିବା ଜଣାଯାଇଛି। ନିର୍ବାହୀ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ା ନିଜର ସରକାରୀ ବାସଭବନରେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି।ବାଉରୀବନ୍ଧୁ ପରିଡ଼ା ପ୍ରତିଟି କାର୍ଯ୍ୟରେ ଲାଞ୍ଚ ନେଉଥିବା ପୂର୍ବରୁ ଅଭିଯୋଗ ହେଉଥିଲା।ସମ୍ପୃକ୍ତ ଅଧିକାରୀ ଜଣକ ବଡ଼ମ୍ବା ବ୍ଳକରେ Continue Reading