Home Posts tagged vigilance arrested chief engineer hari har rao
Odisha News
ବାଲେଶ୍ବର, ୨୧/୯ : କୋଟିପତି ମୁଖ୍ୟଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ବାଲେଶ୍ୱର ରୁରାଲ୍ ୱାର୍କସ ମୁଖ୍ୟଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ଜଣାଯାଇଛି।ଗତକାଲି ହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀରେ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ। ଚଢ଼ଉ ବେଳେ ୨ଟି କୋଠା, Continue Reading
Seo wordpress plugin by www.seowizard.org.