କଳାହାଣ୍ଡି, ୨୧/୨ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବନାଞ୍ଚଳର ବନ ଅଧିକାରୀ ଭାଗବତ ଭୂଷଣ ବେହେରା ଗିରଫ ହୋଇଛନ୍ତି ।ତାଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ଉ କରି ବିପୁଳ ସମ୍ପତ୍ତି ଥିବା ଜାଣିବାକୁ ପାଇଥିଲା । ଜବତ ସମ୍ପତ୍ତିର ସନ୍ତୋଷ ଜନକ ଉତ୍ତର ଦେଇ ନ ପାରିବାରୁ ଭିଜିଲାନ୍ସ ଫରେଷ୍ଟରଙ୍କୁ ଗିରଫ କରିଛି ।ଭିଜିଲାନ୍ସ ଚଢ଼ଉ ବେଳେ ଫରେଷ୍ଟର୍ ଭାଗବତ ଭୂଷଣଙ୍କର ବିପୁଳ ସମ୍ପତ୍ତି ଥିବା ଜାଣିବାକୁ ପାଇଥିଲା । ନୂତନ Continue Reading




