Home Posts tagged vigilance raid
Odisha News
ସମ୍ବଲପୁର, ୧/୪ : ସମ୍ବଲପୁର ରେଳ ଷ୍ଟେସନ ନିକଟରେ ମଙ୍ଗଳବାର ଘଟିଥିବା ଏକ ନାଟକୀୟ ଘଟଣା ଏବେ ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଲାଞ୍ଚ ଟଙ୍କାର ଭାରୀ ବ୍ୟାଗ୍ ନେଇ ଯାଉଥିବା ଜଣେ ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କୁ ଭିଜିଲାନ୍ସ ଟିମ୍ ସିନେମା ଷ୍ଟାଇଲରେ ପିଛା କରି ଧରିବା ପରେ ସାମ୍ନାକୁ ଆସିଛି ଲାଞ୍ଚ ଟଙ୍କାରେ ସେ ଗଢ଼ିଥିବା କଳା ସାମ୍ରାଜ୍ୟ।୫.୧୮ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଧରାପଡ଼ିଥିବା ଏହି ଅଧିକାରୀ ଜଣକ […]Continue Reading
Odisha News
ଗଞ୍ଜାମ, ୨୬/୩: ଗଞ୍ଜାମ ଭଞ୍ଜନଗର ଡହ ଜଳସେଚନ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ଘରେ ଭିଜିଲାନ୍ସର ଚଢ଼ାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ। ଭଞ୍ଜନଗର ଡହ ଜଳଭଣ୍ଡାର କାର୍ଯ୍ୟାଳୟ ପୋଲସରା ଓ ବ୍ରହ୍ମପୁର ଭଳି ୫ଟି ଜାଗାରେ ଚାଲିଛି ଚଢ଼ାଉ। ଏହି ଚଢାଉରେ ୩ ଜଣ ଡିଏସପି ଓ ସାତ ଜଣ ଇନ୍ସପେକ୍ଟର ସାମିଲ ଥିବା ଜଣାଯାଇଛି। ବ୍ରହ୍ମପୁରର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଆଦେଶ ବଳରେ ଏହି ଚଢ଼ାଉ କରାଯାଉଥିବା ଜଣାଯାଇଛି।ବ୍ରହ୍ମପୁରର ବସନ୍ତ ବିହାରରେ Continue Reading
Odisha News
କେନ୍ଦ୍ରାପଡା, ୭/୩: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜଳସେଚନ ବିଭାଗ ଅଧୀନରେ ଡେରାବିଶ ଜଳସେଚନ ସବଡିଭିଜନାରୀ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରାୟ। ଆୟ ବହିର୍ଭୁତ ସମ୍ପତି ଠୁଳ ଅବିଯୋଗରେ ସ୍ୱତନ୍ତ୍ର ବିଚାରପତି କଟକ ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡିଶା ଭିଜିଲାନ୍ସ ଦ୍ୱାରା ଚଢଉ ଜାରି ରହିଛି।ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ Continue Reading
Odisha News
ବାଲେଶ୍ୱର, ୧୯/୨ : ଏକ ପଥର ବୋଝେଇ ଟ୍ରକ୍ ମାଲିକଙ୍କଠାରୁ ୪୦,୦୦୦ ଟଙ୍କା ଲାଞ୍ଚ ଦାବି କରି ଭିଜିଲାନ୍ସ ଜାଲରେ ଫସିଗଲେ ତହସିଲଦାର। ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର‌୍ୟ୍ୟାନୁଷ୍ଠାନ ସ୍ୱରୂପ ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ ଟ୍ରକ୍ ଛାଡ଼ିବା ପାଇଁ ଲାଞ୍ଚ ନେଉଥିବା ବେଳେ ସେ ଧରାପଡ଼ିଛନ୍ତି।ସୂଚନା ମୁତାବିକ, (ଆଜି) ଗୁରୁବାର ଅପରାହ୍ନରେ ସୋର ତହସିଲଦାର ଦୈତାରୀ ମଲ୍ଲିକ ଏବଂ ତାଙ୍କ ସହଯୋଗୀ ଦୟାନିଧି Continue Reading
Odisha News
ଅନୁଗୁଳ/ଓଡ଼ିଶା,୧୧/୨ : ସରକାରୀ ଟଙ୍କା ହଡ଼ପ କରିବା ଅଭିଯୋଗରେ ଅନୁଗୁଳ ଜିଲ୍ଲା ସିଡିଏମ୍ଓ କାର୍ଯ୍ୟାଳୟର କନିଷ୍ଠ ସହାୟକଙ୍କ ଘରେ ଭିଜିଲାନ୍ସ ପଶିଛି । ଆଜି ସକାଳୁ କନିଷ୍ଠ ସହାୟକ ସୁବ୍ରତ କୁମାର ବେହେରାଙ୍କର ୫ଟି ଠିକଣାରେ ଚଢ଼ଉ କରାଯାଉଛି । ଅନୁଗୁଳ, ଢେଙ୍କାନାଳ ଏବଂ ଭୁବନେଶ୍ୱରରେ ଭିଜିଲାନ୍ସ ଟିମ୍ ଯାଞ୍ଚ କରୁଛି ।ଅନୁଗୁଳ ଜିଲ୍ଲା ସିଡିଏମ୍ଓ କାର୍ଯ୍ୟାଳୟର କନିଷ୍ଠ ସହାୟକ ସୁବ୍ରତ କୁମାର ବେହେରା ୨ କୋଟି ୩୮ ଲକ୍ଷ ସରକାରୀ ଟଙ୍କା ହେରଫେର କରିଥିବା Continue Reading
Odisha News
କଟକ,୨୯/୧ : ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ ନିକଟରୁ ୨,୬୩,୦୦୦ ଟଙ୍କା ସନ୍ଦେହଜନକ ନଗଦ ଅର୍ଥ ଜବତ କରାଯାଇଛି।ହେପାଟୋଲୋଜି ବିଭାଗର ସହକାରୀ ପ୍ରଫେସର ଥିବା ବେହେରା ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ବେଆଇନ ଭାବେ ଅର୍ଥ ଆଦାୟ କରୁଥିଲେ। ଏନେଇ ଭିଜିଲାନ୍ସ ପାଖରେ ବିଶ୍ୱସ୍ତ ସୂଚନା ରହିଥିଲା। ଗୁରୁବାର Continue Reading
Odisha News
ଆଠଗଡ଼, ୨୨/୧ : ଭିଜିଲାନ୍ସ ଜାଲରେ କଟକ ସଦର ତହସିଲ କଖଡି ରାଜସ୍ୱ ନିରୀକ୍ଷକ ଜାନକୀ ରଞ୍ଜନ ମଲ୍ଲିକ । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା କଟକ ଭିଜିଲାନ୍ସ ଟିମ୍ । ଏକ ଜମିବାଡ଼ି ଦାଖଲ ଖାରଜ କେସ୍କୁ ରଫାଦଫା କରିବା ଉଦ୍ଦେଶ୍ୟରେ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍ ।ଆଠଗଡ଼ ତହସିଲ ଅନ୍ତର୍ଗତ ବ୍ରଜବିହାରୀପୁର ଗ୍ରାମର ପ୍ରଦୀପ୍ତ ରାଉତଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ […]Continue Reading
Odisha News
ବଲାଙ୍ଗୀର,୬/୧: ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଗୁଲୁମି ଫରେଷ୍ଟର ଅଶୋକ କୁମାର ନାଏକ ୧୨ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। କୁଟୁରାକେନ ଗାଁର ବାବୁଲାଲ ଭୋଇଙ୍କ ଠାରୁ ଦୁଇଟି ରେଙ୍ଗାଲ ଗଛ କଟା ବାବଦକୁ ୧୨ ହଜାର ଟଙ୍କା ଲାଞ୍ଚ ନେଉଥିଲେ।ମଙ୍ଗଳବାର ସମ୍ବଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗୀର ଭିଜିଲାନ୍ସ ଟିମ୍ ଚଢାଉ କରି ତାଙ୍କୁ ଧରିଛନ୍ତି । ଫରେଷ୍ଟରଙ୍କ ଅଫିସ ଓ ଆଦର୍ଶ ପଡା ନେହେରୁ ନଗରରେ ଥିବା ବାସଭବନରେ […]Continue Reading
Odisha News
ଭୁବନେଶ୍ୱର,୪/୧: ଭିଜିଲାନ୍ସ ଜାଲରେ କଟକ CRRI ଥାନା ଅଧିକାରୀ। ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ରାଜମହଲ ଛକରୁ ବିଜୟ ବାରିକଙ୍କୁ ଗିରଫ କଲା ଭିଜିଲାନ୍ସ। ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଠାରୁ ଲାଞ୍ଚ ନେବା ବେଳେ ଗିରଫ କରାଯାଇଛି।Continue Reading
Odisha News
କଟକ, ୩୦/୧୨: ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି।ମଙ୍ଗଳବାର ସକାଳୁ ଏକକାଳୀନ ୪ଟି ସ୍ଥାନରେ ରେଡ୍ ମାରିଛି ଭିଜିଲାନ୍ସ ଟିମ୍। ଚଢାଉରେ ଜିତେନ୍ଦ୍ର ପଣ୍ଡାଙ୍କ ଘରୁ ୭୫ ଲକ୍ଷ ଜବତ କରାଯାଇଛି। ଭୁବନେଶ୍ବର ବଡ଼ଗଡ଼ ବ୍ରିଟ କଲୋନୀ ସ୍ଥିତ ଶାଶୁଙ୍କ ଘରୁ ଏହି ୭୫ ଲକ୍ଷ ଜବତ ହୋଇଛି। ଏଥିସହ ୩ଟି ସୁଉଚ୍ଚ କୋଠା, ଗୋଟିଏ ଫ୍ଲାଟ ଓ ୪ଟି ଦାମୀ ପ୍ଲଟ ପାଇଛି […]Continue Reading