
ଯାଜପୁର,୧୫/୫ : ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଉକ୍ତ ଅଧିକାରୀ ଜଣକ ଅସିତ କୁମାର ପାତ୍ର ।ଏକକାଳୀନ ଯାଜପୁର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଜାରି କରିଛନ୍ତି । ଆୟଠାରୁ ଅଧିକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାନ୍ୟବର ସ୍ୱତନ୍ତ୍ର ବିଚାରପତିଙ୍କ ନିର୍ଦ୍ଦେଶରେ ଏହି ଚଢାଉ […]Continue Reading