
ଭୁବନେଶ୍ୱର,୧୨/୧: ଭିଜିଲାନ୍ସ ଜାଲରେ କୁବେର ଟ୍ରାଫିକ ଇନ୍ସପେକ୍ଟର । ତାଳଚେରର ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରାଙ୍କ ଗାଡିରୁ ୧୧ ଲକ୍ଷ ୧୫ ହଜାର ୪୭୦ ଟଙ୍କା ଜବତ କରିଛି ଭିଜିଲାନ୍ସ ବିଭାଗ । କାରରେ ତାଳଚେରରୁ ଅସ୍ତରଙ୍ଗ ଯିବା ବେଳେ ବାଲିଅନ୍ତା ତ୍ରିନାଥ ବଜାର ନିକଟରେ ଟ୍ରାଫିକ ଇନ୍ସପେକ୍ଟରଙ୍କୁ ଅଟକାଇଥିଲେ ଭିଜିଲାନ୍ସ ଅଧିକାରୀ ।ଆଉ ତାଙ୍କ ଗାଡିରୁ ମିଳିଥିବା ନଗଦ ୧୧ ଲକ୍ଷରୁ ଅଧିକ ଟଙ୍କା କେଉଁଠୁ ଆଣିଲେ, ଟଙ୍କା କାହାର, ଟଙ୍କା ନେଇ Continue Reading