କଟକ,୨୨/୮: କଟକ ସିଟି ହସ୍ପିଟାଲ (CDMO ଅଫିସ)ରେ କାର୍ଯ୍ୟରତ ସିନିୟର ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀଙ୍କ ବିରୁଦ୍ଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ୧.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ଚଢ଼ାଉ କରିଛି।କଟକ ଜିଲାରେ ଥିବା ସାହାଣୀଙ୍କ ସମ୍ପର୍କୀୟ ୫ଟି ସ୍ଥାନରେ ଏକକାଳୀନ ତଲାସୀ ଚାଲିଛି। ଭିଜିଲାନ୍ସର ୯ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୭ ଜଣ ଏଏସଆଇ ଓ ଅନ୍ୟ ସହାୟକ କର୍ମଚାରୀଙ୍କୁ ନେଇ ଗଠିତ […]Continue Reading




