ଢେଙ୍କାନାଳ, ୧୬/୪: ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସରକାରୀ ବାବୁଙ୍କ ଘରେ ଚାଲିଛି ତନାଘନା ଯାଞ୍ଚ ।ସୂଚନା ଅନୁସାରେ, ଢେଙ୍କାନାଳ ଜିଲ୍ଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ଆଜି ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ ଜାରି କରିଛି ।ରାମଚନ୍ଦ୍ର ଶତପଥୀଙ୍କ ସରକାରୀ ବାସଭବନ ସହ ପୈତୃକ ଘରେ ଭିଜିଲାନ୍ସ Continue Reading
ମାଲକାନଗିରି , ୧୨/୪ : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ସହକାରୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗତକାଲି ସନ୍ଧ୍ୟାରେ ନିଜର ୱାଗନର କାରରେ ନଗଦ ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ମାଡ଼ି ବସିଥିଲା।ମାଲକାନଗିରି ଦୁର୍ନୀତି ନିବାରଣ ବିଭାଗର ଡିଏସପି ସଦାନନ୍ଦ ପାଣିଗ୍ରାହୀଙ୍କ ନେତୃତ୍ୱରେ କୋରାପୁଟ ଡିଭିଜନ ଏବଂ ମାଲକାନଗିରି ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା।ଵିଶେଷ ସୁତ୍ରରୁ Continue Reading
ସୁନ୍ଦରଗଡ଼/କୁତ୍ରା,୨୬/୩ : ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍ ଏହି ଲାଞ୍ଚ ଟଙ୍କା ତାଙ୍କଠାରୁ ଜବତ କରିବା ସହ ଅଫିସ ଓ ବନ୍ଧବାହାଲସ୍ଥିତ ବାସଭବନରେ ଚଢ଼ାଉ ଚାଲିଛି।ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି ପଚରାଉଚରା ପରେ ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟକୁ ଚାଲାଣ କରିଛି।ଭିଜିଲାନ୍ସ ବିଭାଗ ସୂତ୍ରରୁ ମିଳିଥିବା Continue Reading
କଟକ,୬/୩ : ଭିଜିଲାନ୍ସ ପଞ୍ଝାରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର। ଡେପୁଟି ଟ୍ରାନ୍ସପୋର୍ଟ କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ସିବିଆଇ ଚଢାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ।ସୂଚନାଥାଉ କି, ପ୍ରଦୀପଙ୍କ ୯ଟି ଠିକଣାରେ ଏକକାଳୀନ ରେଡ କରାଯାଇଛି। ଭୁବନେଶ୍ବର, କଟକ, ନୟାଗଡ, ଖୋର୍ଦ୍ଧା, ପୁରୀରେ ଚଢ଼ାଉ କରାଯାଉଛି। ଏହି ରେଡରେ ୨ ଅତିରିକ୍ତ SP, ୧୩ DSP ସାମିଲ ଅଛନ୍ତି।Continue Reading
କୋରାପୁଟ,୨୮/୨: ମାଣ୍ଡିଆ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରାପଡ଼ିଲେ କୁନ୍ଦୁଲି ଲ୍ୟାମ୍ପସ ମ୍ୟାନେଜର ସତ୍ୟରଞ୍ଜନ ଚାଲାଣ ହୋଇଛନ୍ତି। ଶୁକ୍ରବାର କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକ କୁନ୍ଦୁଲି ଲ୍ୟାମ୍ପର ଦାୟିତ୍ୱରେ ଥିବା ସତ୍ୟରଞ୍ଜନ ଚାଲାଣ ଜଣେ ଚାଷୀଙ୍କ ପାଖରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିଲେ।ଚାଲାଣ ମାଣ୍ଡିଆ କିଣିବାକୁ ବସ୍ତା ପିଛା ୪୫ ଟଙ୍କା ନେବାକୁ କହିଥିଲେ। ଏହିପରି ଭାବେ ୧୧୭ ବସ୍ତା ପାଇଁ ୩ Continue Reading
ଭୁବନେଶ୍ୱର,୨୩/୨: ଭିଜିଲାନ୍ସ ଜାଲରେ ୨ କୃଷି ଅଧିକାରୀ। ଲାଞ୍ଚ ନେବାବେଳେ ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ ୫ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ମାଡିବସିଥିଲା।Continue Reading
ଭୁବନେଶ୍ୱର,୧୭/୨ : ଲାଞ୍ଚ ନେବା ମହଙ୍ଗା ପଡିଛି, ଲେଫ୍ରିପଡା ତହସିଲର କନିଷ୍ଠ ଯନ୍ତ୍ରୀ ଶ୍ରୀ ଗୋଲେଖ ନାୟକଙ୍କୁ । ଜମି ନିର୍ଦ୍ଧାରଣ ପାଇଁ କୋଡିଏ ହଜାର ଟଙ୍କା ଲାଞ୍ଚ ମାଗି ଭିଜିଲାନ୍ସ ଜାଲରେ ପଡିଛନ୍ତି କନିଷ୍ଠ ଯନ୍ତ୍ରୀ ।ସୂଚନାଯୋଗ୍ୟ କନିଷ୍ଠ ଯନ୍ତ୍ରୀ ଜଣକ ମଶାବିରାର ଶ୍ରୀ ଅନନ୍ତ ନାୟକଙ୍କ ଜମି ନିର୍ଦ୍ଧାରଣ କାମ ପାଇଁ ଫାଇଲ କାମ ଆଗକୁ ବଢାଇବା ପାଇଁ ୨୦,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ । ଶେଷରେ ଅନନ୍ତ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । […]Continue Reading
କୋରାପୁଟ, ୧୩/୨: ପୁଣି ଜଣେ ସରକାରୀ ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ୍ ବାଟସାନ ଗ୍ରାମ ପଞ୍ଚାୟତର ଆକାଉଣ୍ଟାଣ୍ଟ୍ ତଥା ଡାଟା ଏଣ୍ଟ୍ରି ଅପରେଟର୍ (ଇଊଋଙ) ଏସ୍. ପାର୍ଥ ସାରଥୀ ବିଷୋଇଙ୍କ ଘରେ ପଶିଛି ଭିଜିଲାନ୍ସ ଟିମ୍ । ତାଙ୍କର ୭ଟି ଠିକଣାରେ ଏକକାଳୀନ ଚଢ଼ଉ କରାଯାଉଛି ।ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଟିମ୍ ଗୁରୁବାର ସକାଳୁ ଚଢ଼ଉ ଆରମ୍ଭ କରିଛି । କୋରାପୁଟ ଜିଲ୍ଲା ବୋରିଗୁମ୍ମା Continue Reading
ମାଲକାନଗିରି/ଜୟପୁର,୫/୨: ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବାସଭବନରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି।ଆୟବହିର୍ଭୁତ ସମ୍ପତି ଠୁଳ ଅଭି ଯୋଗରେ ଭିଜିଲାନ୍ସର ତିନିଟା ଟିମ୍ ଏହି ଚଢ଼ାଉ କରିଛି ଏଥିସହ ତାଙ୍କ କାର୍ଯ୍ୟାଳୟର ଜଣେ ଠିକା କର୍ମଚାରୀ ଏବଂ ଡାଟା ଏଣ୍ଟ୍ରି ଅପରେଟର ଘରେ ମଧ୍ୟ ଏକକାଳୀନ ଚଢାଉ ଜାରି ରହିଛିା ଜୟପୁରସ୍ଥିତ ପ୍ରକଳ୍ପ ଉପନିର୍ଦେଶକଙ୍କ ଘରେ ମଧ୍ୟ ଚଢାଉ ଜାରି ରହିଛି।ବର୍ତ୍ତମାନ ସୁଦ୍ଧା ଜୟପୁର Continue Reading
ଯାଜପୁର,୧/୨ : ଯାଜପୁର ଜିଲା ସୁକିନ୍ଦା ଥାନାରେ କାର୍ୟ୍ୟରତ ପୋଲିସ ଏସ୍ଆଇ ଅଭୟ ନାୟକଙ୍କୁ ଶନିବାର ଭିଜିଲାନ୍ସ ଉଠାଇନେଇଛି। ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଏସ୍ଆଇଙ୍କୁ କାବୁ କରି ନେଇଥିଲା।ମିଳିଥିବା ସୂଚନା ମୁତାବକ, ସ୍ବାମୀ ସ୍ତ୍ରୀ ବିବାଦର ସମାଧାନ କରିବାକୁ କହି ପୋଲିସ ଏସ୍ଆଇ ଅଭୟ ଲାଞ୍ଚ ମାଗିଥିଲେ। ଏନେଇ ଅଭିଯୋଗକାରୀ ଜଣକ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଭିଜିଲାନ୍ସର ଏକ ଟିମ୍ ଯୋଜନା Continue Reading




