
ବଲାଙ୍ଗୀର/ ଭୁବନେଶ୍ୱର,୨୬/୭: ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଲମବିବାରେ ଲାଗିଛି।ଶୁକ୍ରବାର ସକାଳ ସୁଦ୍ଧା ଭିଜିଲାନ୍ସ ସୂଚନା ମୁତାବକ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ ଏବଂ ଉତ୍ତରପ୍ରଦେଶ ମଥୁରାର ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ଦୁଇଟି ମିଶାଇ ମୋଟ୍ ୩୬ଟି ପ୍ଲଟ୍ Continue Reading