
ଭୁବନେଶ୍ୱର,୨୧/୧୨ : ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।ଭୁବନେଶ୍ୱର,ବ୍ରହ୍ମପୁରରେ ଥିବା ଘର ଓ ଅଫିସ୍ ସମେତ ୮ ସ୍ଥାନରେ ଚଢ଼ାଉ କରାଯାଇଛି। ପ୍ରଶାନ୍ତଙ୍କ ନିଜ ଘର, ପୈତୃକ ଘର, ଅଫିସ କାର୍ଯ୍ୟାୟଳ ଓ ସମ୍ପର୍କୀୟ ଘରେ ମଧ୍ୟ ଏହି ଚଢ଼ାଉ କରାଯାଇଛି। ପ୍ରଶାନ୍ତଙ୍କର ଭୁବନେଶ୍ୱରର ବରଗଡ଼ Continue Reading