ଭୁବନେଶ୍ୱର,୧୭/୮ : ଏଝଞ ଅତିରିକ୍ତ କମିଶନରଙ୍କ ଘରେ ପଶିଲା ଭିଜିଲାନ୍ସ। ଯାଜପୁର ଉଞଌଏଝଞ ଏନ୍ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ରହିଛି। ପ୍ରାୟ ୫.୮୫ ଲକ୍ଷ ରାଜସ୍ୱ ହେରଫେର କରିଥିବା ଜଣାପଡ଼ିଛି।ଏଝଞ ଅତିରିକ୍ତ କମିଶନର ଜଣେ ଡିଲର୍ ଠାରୁ ଜବତ ସ୍କ୍ରାପ୍କୁ ଅନ୍ୟତ୍ର ବିକ୍ରି କରିଥିବା ତାଙ୍କ ନାଁରେ ଅଭିଯୋଗ Continue Reading




