ନୟାଗଡ଼,୧୩/୧୨: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ସବରେଜିଷ୍ଟ୍ରାର୍ ଶାଶ୍ବତ କୁମାର ପଟ୍ଟନାୟକ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାର ଛଅଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍।ନୟାଗଡ଼ ଏବଂ କେନ୍ଦ୍ରାପଡା ଜିଲ୍ଲାର ନିମ୍ନଲିଖିତ ସ୍ଥାନରେ ଭୁବନେଶ୍ୱରର ଭିଜିଲାନ୍ସ ସ୍ପେଶାଲ୍ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ ୮ଜଣ ଡିଏସପି, ୬ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା Continue Reading




