Home Posts tagged vigilance red (Page 2)
Odisha News
ବାରିପଦା,୩୦/୪: ଲାଞ୍ଚ ନେବା ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି। ସୂଚନା ଅନୁଯାୟୀ, କରଞ୍ଜିଆ ତହସିଲ ଅଧୀନ ଚଢ଼େଇଭୋଳ ନିକଟ ୪୯ ନମ୍ବର ଜାତୀୟ ରାଜପଥ ସଂପ୍ରସାରଣ ବେଳେ ଜମି ହରାଇଥିବା ପ୍ରକାଶ ଚନ୍ଦ୍ର ପଟ୍ଟୱାରୀ ନାମକ ବ୍ୟକ୍ତି କ୍ଷତିପୂରଣ ବାବଦରେ ୫୧ ଲକ୍ଷ ୭୫ ହଜାର ଟଙ୍କା ପାଇବାକୁ ହକ୍ଦାର ଥିଲେ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍ଏଚ୍ଏଆଇ) ଏହି କ୍ଷତିପୂରଣ ରାଶି ମଞ୍ଜୁର କରିଥିବା Continue Reading
Odisha News
ବରଗଡ଼,୨୨/୫: ବରଗଡ଼ ଜିଲ୍ଲା ଗାଇସିଲଟ ଥାନା ଅଧିକାରୀ ବୀରବର ଭଗତଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରାଯାଇଛି । ମିଳିଥିବା ସୂଚନା ମୁତାବକ ଭିଜିଲାନ୍ସର ୪ଟି ଟିମ ଆଜି ଚଢ଼ାଉ କରିଛନ୍ତି ।ଭିଜିଲାନ୍ସ ଟିମ ଆଜି ଭୋର ପ୍ରାୟ ୩ଟାରୁ ଗାଇସିଲଟ ଥାନା, ଗାଇସିଲଟରେ ଥିବା ଘର, ସମ୍ବଲପୁରରେ ଥିବା ଘର ଓ ଅତାବିରା ଟାଙ୍ଗରପାଲିରେ ଥିବା ଘରେ ଚଢ଼ାଉ କରାଯାଇଛି । ସମ୍ବଲପୁର, ବରଗଡ଼ ଓ ସୋନପୁରର […]Continue Reading
Odisha News
ସୁବର୍ଣ୍ଣପୁର, ୨୧/୫: ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ସ୍ଥିତ ପ୍ରାଣୀ ଚିକିତ୍ସାଳୟର କିରାଣି ଗୋଲକ ବିହାରୀ ପୋଢ଼। ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିବା ବେଳେ ଅଧିକ ତଦନ୍ତ ଜାରି ରହିଛି।କିରାଣି ଗୋଲକ ବିହାରୀ ପୋଢ଼ ଜଣେ ଲାଇଭ ଷ୍ଟକ ଇନ୍ସପେକ୍ଟରଙ୍କ ବକେୟା ଦରମା କରାଇ ଦେବା ପାଇଁ ଲାଞ୍ଚ ମାଗିଥିଲେ। ଉକ୍ତ ଲାଇଭ ଷ୍ଟକ ଇନ୍ସପେକ୍ଟର ସେଥିପାଇଁ ତାଙ୍କୁ ୨୦ ହଜାର Continue Reading
Odisha News
ଢେଙ୍କାନାଳ,୧୭/୫: ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ପୂର୍ବତନ ସହକାରୀ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସର ୫ ଜଣ ଡିଏସ୍ପି, ୧୨ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ୍ ରହିଛନ୍ତି। ତେବେ ଯୋଗାଣ ଖୋର୍ଦ୍ଧା, ଡେଙ୍କାନାଳ ଓ ମୟୂରଭଞ୍ଜ ଜଲ୍ଲାରେ ଥିବା ଅଧିକାରୀଙ୍କ ୭ଟି ସ୍ଥାନରେ ଏକକାଳୀନ ଏହି ଚଢ଼ାଉ ଆରମ୍ଭ ହୋଇଛି।ଯେଉଁ ୭ଟି ସ୍ଥାନରେ Continue Reading
Odisha News
ନୟାଗଡ଼,୧୨/୫ : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ନୟାଗଡ଼ ଜିଲ୍ଲା ଟ୍ରେଜେରୀ ଅଫିସର ଜୁନିୟର ଷ୍ଟେନୋଗ୍ରାଫର ଦୁର୍ଗା ପ୍ରସାଦ ମହାପାତ୍ର। ସେ ୪୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କର୍ମଚାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।୧୬୧ ଜଣ ଶିକ୍ଷକଙ୍କ ପରମାନେଣ୍ଟ ରିଟାୟାରମେଣ୍ଟ ଆକାଉଣ୍ଟ ନମ୍ବର (ଚଜଇଘ) ଖୋଲି ଦେବା ପାଇଁ ଜୁନିୟର ଷ୍ଟେନୋଗ୍ରାଫର ଦୁର୍ଗା ପ୍ରସାଦ ମହାପାତ୍ର ଲାଞ୍ଚ ମାଗିଥିଲେ। ଶିକ୍ଷକଙ୍କ ପିଛା Continue Reading
Odisha News
ପୁରୁଷୋତ୍ତମପୁର,୯/୫: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜୁନିୟର ଇଞ୍ଜିନିୟର (କନିଷ୍ଠ ଯନ୍ତ୍ରୀ) ଓ ଗ୍ରାମ୍ୟ ରୋଜଗାର ସେବକ (ଜିଆରଏସ୍)। ଗଂଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ଜଗଦୀଶ କୁମାର ସାହୁ ଓ ଜଗନ୍ନାଥପୁର ଜିଆରଏସ୍ ନାରାୟଣ ସ୍ବାଇଁ ଜଣେ ଅଭିଯୋଗକାରୀଙ୍କ ଠାରୁ ଆଜି ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।ସୂଚନା ଅନୁସାରେ ମନେରଗା ଅଧୀନରେ ହୋଇଥିବା ଏକ କାର୍ଯ୍ୟର ବିଲ୍ Continue Reading
Odisha News
ହିନ୍ଦୋଳ,୧୧/୪: ପ୍ରଧାନ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ ମଲ୍ଲିକ। ଭିଜିଲାନ୍ସ ପକ୍ଷରୁ ଆଜି ଏକକାଳୀନ ୩ଟି ସ୍ଥାନରେ ଚଢ଼ଉ କରାଯାଉଥିବା ଜଣାଯାଇଛି।ଘଟଣାରୁ ପ୍ରକାଶ ଗତ ଦୁଇ ମାସ ତଳେ ହିନ୍ଦୋଳ ବ୍ଲକ ବ୍ରହ୍ମପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣାକ୍ରମେ ବିଦ୍ୟାଳୟର ଜଣେ ଛାତ୍ର ବିଦ୍ୟାଳୟ ସମୟରେ ବାହାରକୁ ଶୌଚ ହେବାକୁ ଯାଇଥିଲା।ଏହି ସମୟରେ ଏକ ଖୋଳା ହୋଇଥିବା Continue Reading
Odisha News
ଭୁବନେଶ୍ବର,୪/୩: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା ଓ କଳାହାଣ୍ଡି ଜିଲ୍ଲା କ୍ଷୁଦ୍ର ଜଳସେଚନ ବିଭାଗ କେବିକେ ସର୍କଲ ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନଙ୍କୁ ଜେଲ ଯିବାକୁ ପଡ଼ିଛି।ତେବେ ଉମେଶ ଜେନାଙ୍କ ବାବଦରେ ତାଙ୍କର ଓକିଲ ବିଶ୍ବରଂଜନ ପଟ୍ଟନାୟକ କହିଛନ୍ତି, ଜାମିନ ଆବେଦନ ଉପରେ ଶୁଣାଣି କରି କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି।ଆସନ୍ତା ୬ ତାରିଖରେ କେସ ଡାଏରି Continue Reading
Odisha News
ଭୁବନେଶ୍ୱର,୩/୩: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଛି। ଏହାଛଡ଼ା କେନ୍ଦୁଝରର ୭ଟି ଓ ଭୁବନେଶ୍ୱରର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି।ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି ଆଦେଶ ବଳରେ ୧୦ଜଣ ଡିଏସପି, ୭ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ Continue Reading
Odisha News
ଭୁବନେଶ୍ୱର,୩/୩: ଭିଜିଲାନ୍ସ ଜାଲରେ କେବିକେ ଭବାନୀପାଟଣାର କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ।ଆୟବହିର୍ଭୂ ସଂପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଜାରି ରହିଛି। ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି ଆଦେଶ ବଳରେ ୪ଜଣ ଡିଏସପି, ୧୦ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ Continue Reading
Seo wordpress plugin by www.seowizard.org.