
ଭୁବନେଶ୍ୱର,୩/୩: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଚାଲିଛି। ଏହାଛଡ଼ା କେନ୍ଦୁଝରର ୭ଟି ଓ ଭୁବନେଶ୍ୱରର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି।ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି ଆଦେଶ ବଳରେ ୧୦ଜଣ ଡିଏସପି, ୭ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ Continue Reading