ଭବାନୀପାଟଣା,୨୧/୧୨: ଭିଜିଲାନ୍ସ ଜାଲରେ କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍ କେଶବ ମାଝୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍ କେଶବ ମାଝୀଙ୍କ ଘର ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। କଳାହାଣ୍ଡି ଜିଲ୍ଲାର ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି।ସୂଚନା ଅନୁଯାୟୀ, କେସିଙ୍ଗା ସହରର ଓମ୍ ନଗରରେ ଅବସ୍ଥିତ ଶ୍ରୀ ମାଝୀଙ୍କ ତିନି ମହଲା ଘର, କେସିଙ୍ଗା ଥାନା ଅନ୍ତର୍ଗତ ବ୍ରାହ୍ମଣୀରେ ଥିବା ବାସଭବନ, କେଗାଁରେ Continue Reading
ପାରଳାଖେମୁଣ୍ଡି,୧୭/୧୨: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଶନିବାର ଗଜପତି ଜିଲ୍ଲାର ରାୟଗଡ଼ା ପଞ୍ଚାୟତ ସମିତିର ସହକାରୀ ଯନ୍ତ୍ରୀ ଦୀଲିପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଭିଜିଲାନ୍ସ ଏକକାଳୀନ ସହକାରୀ ଯନ୍ତ୍ରୀଙ୍କ ବ୍ରହ୍ପପୁର ଓ ଗଜପତିର ୪ଟି ସ୍ଥାନରେ ଚଢ଼ାଉ କରିଥିବା ସୂଚନା ରହିଛି।Continue Reading
ଭୁବନେଶ୍ୱର, ୧୫/୧୨: ଭିଜିଲାନ୍ସ ଜାଲରେ ତମାଣ୍ଡୋ ଥାନା ଏସଆଇ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିନ ସକାଳୁ ତମାଣ୍ଡୋ ଥାନା ଏସ ଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଚଢ଼ାଉ କରୁଛି ଭିଜିଲାନ୍ସ । ସୂଚନା ଅନୁଯାୟୀ, ଭୁବନେଶ୍ୱର ଓ ନୟାଗଡ଼ର ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।ଭିଜିଲାନ୍ସ ରାଜଧାନୀର ପାଇକନଗରରେ ଥିବା ତାଙ୍କର ଚାରି ମହଲା କୋଠା, ନୟାଗଡ଼ ଜିଲ୍ଲା ରଣପୁର ଥାନାର ନଛିପୁରରେ ଥିବା ପୈତୃକ ବାସଭବନ ଓ ତମାଣ୍ଡୋ ଥାନାର ଅଫିସରେ ଏକକାଳୀନ Continue Reading
ଟିଟିଲାଗଡ଼,୮/୧୨: ଟିଟିଲାଗଡ଼ ରେଞ୍ଜରଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାର ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଛି । ଟିଟିଲାଗଡ଼ ରେଞ୍ଜର ଶିବପ୍ରସାଦ ନାୟକଙ୍କ ବାସଭବନରେ ଆଜି ଭୋରରୁ ଏହି ଚଢ଼ାଉ ହୋଇଛି।ରେଞ୍ଜରଙ୍କ ଟିଟିଲାଗଡ଼ସ୍ଥିତ ସରକାରୀ ବାସଭବନ, ବଲାଙ୍ଗିରସ୍ଥିତ ବାସଭବନ ଓ ସମ୍ପର୍କୀୟଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି । ଏହି ଚଢାଉ ସମୟରେ Continue Reading
ବଲାଙ୍ଗିର,୧୮/୧୧: ଭିଜିଲାନ୍ସ ଜାଲରେ ପଡ଼ିଗଲେ ସେକ୍ସନ ଅଫିସର। ଜମି ମ୍ୟୁଟେସନ ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ବେଲପଡା ତହସିଲ ଅଫିସର ସେକ୍ସନ ଅଫିସର ଯୁଗଳ ରାଉତଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ପଚରାଉଚରା କରୁଛି।ଗ୍ଦ ଭଚ୍ଚଅର୍ଜୁନ ଶବର ନାମକ ଜଣେ ବ୍ୟକ୍ତିଙ୍କର ଜମି ମ୍ୟୁଟେସନ କରିବାର ଥିଲା। ଏଥିପାଇଁ ସେ ଯୁଗଳଙ୍କ ପାଖକୁ ଯାଇଥିଲେ। ଜମି ମ୍ୟୁଟେସନ ପାଇଁ ଯୁଗଳ ଅର୍ଜୁନଙ୍କୁ ୧୫ ହଜାର ଟଙ୍କା Continue Reading
ଭୁବନେଶ୍ୱର,୧୪/୧୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ସୋମବାର ସକାଳେ ଉଦଳା ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ (ଜଡଝଝ) ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱରରେ ୪ଟି ସ୍ଥାନ ସମେତ ମୋଟ ୮ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ଅନେକ ଗୁଡ଼ିଏ ପ୍ଲଟ୍ ଓ ଫ୍ଳାଟ ଠାବ କରିଛି ଭିଜିଲାନ୍ସ।ଖଣ୍ଡଗିରି ଆଇଗଣିଆ ଅଞ୍ଚଳରେ ୩ ତାଲା ବିଲ୍ଡିଂ,ପାତ୍ରପଡ଼ା ଅଞ୍ଚଳରେ […]Continue Reading
ଭୁବନେଶ୍ବର,୨୮/୧୦: : ପୁଣି ଭିଜିଲାନ୍ସ ଜାଲରେ ଜଣେ ଯନ୍ତ୍ରୀ। ଆଜି ଆରଡବ୍ଲୁଏସଏସର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହ ଭିଜିଲାନ୍ସ ଚଢାଉ କରାଯାଉଛି।ଆଜି ଆରଡବ୍ଲୁଏସଏସ ଭୁବନେଶ୍ୱର ସର୍କଲର ଯୋଜନା, ମନିଟରିଂ, ଡିଜାଇନ୍ ଏବଂ ଅନୁସନ୍ଧାନ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ Continue Reading
ଦେବଗଡ଼ ୨୦।୧୦ : ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଦେବଗଡ଼ ପୌର ପରିଷଦର ପୂର୍ବତନ କନିଷ୍ଠ ଯନ୍ତ୍ରୀ ବିଜୟାନଦ ସାହୁ ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେବା ବେଳେ ଧରାପଡିଛନ୍ତି । ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀ ଆଠ ହଜାର ଟଙ୍କା ନେବେ ବେଳେ ଧରିଛି ଭିଜିଲାନ୍ସ ।ଖବର ଅନୁଯାୟୀ, ଦେବଗଡ଼ ପୌର ପରିଷଦ ଅଧିନରେ ଠିକାକାମ କରୁଥିବା କଳିତ କୁମାର ନାମକ ଠିକାଦର ସହରରେ ଏକ କଲଭର୍ଟ ନିର୍ମାଣ କରିଥିଲେ । ଏଥିପାଇଁ ପୌର ପରିଷଦ […]Continue Reading
ବାଲେଶ୍ୱର, ୧୪/୧୦ : ବାଲେଶ୍ଵର କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲନ୍ସ ରେଡ୍ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମହେଶ ପ୍ରସାଦ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ମହେଶ ପ୍ରସାଦ ପଟ୍ଟନାୟକଙ୍କ ବାଲେଶ୍ଵର ସ୍ଥିତ ଅଫିସ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି।ସୂଚନାନୁଯାୟୀ, ମହେଶ ପ୍ରସାଦ ପଟ୍ଟନାୟକଙ୍କ ବାଲେଶ୍ଵରସ୍ଥିତ ଅଫିସ, ରାୟଗଡା କସ୍ତୁରିନଗର ସ୍ଥିତ ପୈତୃକ ଘର, ବିଶାଖାପାଟନମ୍ ଛିନ୍ନଗଦିଲିସ୍ଥିତ Continue Reading
କେନ୍ଦୁଝର, ୧୨/୧୦: ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ବାଂଶପାଳ ବିଇଓଙ୍କ କାର୍ଯ୍ୟାଳୟରେ କାମ କରୁଥିବା କନିଷ୍ଠ କିରାଣି ଗଙ୍ଗାଧର ସାହୁ।ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ସ୍ବତନ୍ତ୍ର କୋର୍ଟର ଆଦେଶକ୍ରମେ ବାଂଶପାଳ ବିଇଓଙ୍କ କାର୍ୟ୍ୟାଳୟର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ସରକାରୀ ବାସଭବନ ସମେତ ୫ଟି ଜାଗାରେ ଚଢ଼ାଉ ଚାଲିଛି। ଆଜି ସକାଳ ସାଢ଼େ ୫ଟା ସମୟରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଆରମ୍ଭ କରିଛି।ସୂଚନା ଅନୁଯାୟୀ, ଗଙ୍ଗାଧର Continue Reading