
ଭୁବନେଶ୍ବର, ୧୦/୧୦: ଆୟ ବହିଭୂର୍ତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଫଶିଛନ୍ତି ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ। ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀଙ୍କ ଘରେ ସୋମବାର ସକାଳୁ ଚଢ଼ାଉ କରାଯାଉଛି। ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ ଏକକାଳୀନ ୬ଟି ସ୍ଥାନରେ କରାଯାଉଛି।କଟକ ସିଡିଏ ସେକ୍ଟର-୭ରେ ଥିବା ୩ ମହଲା ଘର, ସାଲେପୁର ଚମ୍ପତିପାଟଣାରେ ଥିବା ପୈତୃକ ଘର, ଜଟଣୀ କଣ୍ଟିଲୋରେ ଥିବା ସୃଷ୍ଟି ପ୍ଲାଜାରେ ରେଡ୍ Continue Reading