Home Posts tagged vigilance red (Page 7)
Odisha News
କଣ୍ଟାବାଞ୍ଜି, ୧୦/୫: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଫରେଷ୍ଟର। ତାଙ୍କ ନାଁ ହରିହର ସ୍ୱାଇଁ। ସେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ରେଞ୍ଜର ସିନ୍ଧେଇକେଲାରେ ଫରେଷ୍ଟର ଅଛନ୍ତି।ଜଙ୍ଗଲରେ ବିଭିନ୍ନ ପ୍ରକଳ୍ପରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ଠାରୁ ୧ ଲକ୍ଷ ୩୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।ଏହି ଶ୍ରମିକମାନଙ୍କୁ ଫରେଷ୍ଟର ହରିହର ସ୍ୱାଇଁ ଲାଞ୍ଚ Continue Reading
Odisha News
କଟକ, ୫/୫: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରର ରଘୁନାଥପୁରର ପ୍ରାଣୀଧନ ନିରୀକ୍ଷକ (ଲାଇଭ୍ ଷ୍ଟକ୍ ଇନ୍ସପେକ୍ଟର) ଜଗନ୍ନାଥ ରାଉତଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।ଗୁରୁବାର ଖୋର୍ଦ୍ଧା ଏବଂ କଟକ ଜିଲ୍ଲାର ୯ଟି ସ୍ଥାନରେ ୫ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଚଢ଼ାଉ ଚାଲିଛି। କଟକ ଭିଜିଲାନ୍ସର ସ୍ବତନ୍ତ୍ର ଜଜଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ ଚାଲିଥିବା Continue Reading
Odisha News
ଭୁବନେଶ୍ୱର, ୨୫/୪: ଭୁବନେଶ୍ୱର ଉପକଣ୍ଠ କଳାରାହାଙ୍ଗ ଗ୍ରାମପଞ୍ଚାୟତର ଜିଆରଏସ ଥିବା ବାବୁଲି ଚରଣ ପଢ଼ିଆରୀଙ୍କ ଘରେ ଆଜି ଭିଜିଲାନ୍ସ ରେଡ ହୋଇଛି ।ଭିଜିଲାନ୍ସର ତିନି ଜଣ ଡ଼ିଏସପିଙ୍କ ସମେତ ୧୦ ଜଣ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଥିବାବେଳେ ଏକକାଳୀନ ୬ଟି ସ୍ଥାନରେ ରେଡ ଚାଲିଛି ।ଭୁବନେଶ୍ୱରର ରଘୁନାଥପୁରରେ ଥିବା ଏକ ତିନି ମହଲା କୋଠା, ଏକ ଦୁଇ ମହଲା କୋଠା, ଆଶୀର୍ବାଦ ପ୍ଲାଜା ଆପାର୍ଟମେଣ୍ଟର ଫ୍ଲାଟ ନମ୍ବର ୧୦୨ରେ ଚଢ଼ାଉ ଚାଲିଛି ।ସେହିପରି Continue Reading
Odisha News
ଭଦ୍ରକ, ୧୩/୪: ସବୁବେଳେ ଭିନ୍ନ ଭିନ୍ନ କାରଣ ଦେଖାଇ ଟଙ୍କା ନେଉଥିଲେ । ଏଥର କିନ୍ତୁ ଫସିଗଲେ । ନଗଦ ୧୦ ହଜାର ଟଙ୍କା ନେବା ବେଳେ ରାସ୍ତା ମଝିରେ ସେକ୍ସନ ଅଫିସରଙ୍କୁ ମାଡିବସିଲା ଭିଜିଲାନ୍ସ । ଭଦ୍ରକ ଜିଲ୍ଲା ସାଂଳପୁର ସ୍ଥିତ ଆଇ ଜି ଏମ କଲେଜର ସେକ୍ସନ ଅଫିସର ଭିଜିଲାନ୍ସ ପଞ୍ଝା ରେ ପଡିଛନ୍ତି ।ସୂଚନା ଅନୁଯାୟୀ ଆଇ ଜି ଏମ କଲେଜର ପୂର୍ବତନ କର୍ମଚାରୀ ପ୍ରଫୁଲ୍ଲ ପୃଷ୍ଟିଙ୍କର ୨୦୨୦ ମସିହାରେ ମୃତ୍ୟୁ ହୋଇଥିଲା […]Continue Reading
Odisha News
ଭୁବନେଶ୍ୱର,୯/୪: ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଗିରଫ ହୋଇଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ସମ୍ପର୍କୀୟଙ୍କ ଘରୁ ବାହାରୁଛି ପୁଳାପୁଳା ଟଙ୍କା। ଝମ୍ପୁଡି ଘରୁ ଏତେ ଟଙ୍କା ବାହରିବା ଦେଖି ଭିଜିଲାନ୍ସ କର୍ମଚାରୀ ଚକିତ। ଆଜି ଭିଜିଲାନ୍ସ କାର୍ତ୍ତିକେଶ୍ୱରଙ୍କ ଦ୍ୱିତୀୟ ପତ୍ନୀ କଳ୍ପନା ପ୍ରଧାନଙ୍କ ଭଉଣୀଙ୍କ ଘରୁ ୧କୋଟି ୪୧ ଲକ୍ଷ ଓ ୩୫୪ଗ୍ରାମ୍ ସୁନା ଜବତ Continue Reading
Odisha News
ଭଞ୍ଜନଗର,୬/୪: ପୁଣି ଜଣେ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟର ଆଉ ଜଣେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ କରୁଛି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏମ୍ଆଇ ଡିଭିଜନର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଘର ସମେତ ୬ଟି ସ୍ଥାନରେ ରେଡ୍ ଚାଲିଛି । ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ୬ଟି ସ୍ଥାନରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ।ଭଂଜନଗର ଇରିଗେସନ୍ କଲୋନୀରେ ଥିବା କ୍ୱାଟର୍ସ, ଭଂଜନଗରରେ ଥିବା […]Continue Reading
Odisha News
ବଲାଙ୍ଗୀର, ୧/୪ : ଭିଜିଲାନ୍ସ ଜାଲରେ ପୁଣି ଜଣେ ବଡ଼ବାବୁ । ଜବତ୍ ଟ୍ରାକ୍ଟର ରିଲିଜ ପାଇଁ ଅଫିସରେ ଲାଞ୍ଚ ନେଇଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ବଲାଙ୍ଗୀର ଆଗଲପୁର ତହସିଲର ସେକ୍ସନ ଅଫିସର କିଶୋର ଖର୍ସେଲ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଛନ୍ତି । ଜବତ ଟ୍ରାକ୍ଟରକୁ ଛାଡିଦେବା ପାଇଁ ମାଲିକଙ୍କ ଠାରୁ ୩୫ହଜାର ଟଙ୍କା ଲାଞ୍ଚ ନେଉଥିଲେ ।କାର୍ଯ୍ୟାଳୟରେ ଲାଞ୍ଚ ନେବା ବେଳେ ଭିଜିଲାନ୍ସ କାବୁକରି ତାଙ୍କ ଠାରୁ […]Continue Reading
Odisha News
ନୟାଗଡ ୩୦/୩ : ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି । ଏକାସାଙ୍ଗେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି ।ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ରେଡ୍ ଚାଲିଛି ।କଟକ ଭିଜିଲାନ୍ସ Continue Reading
Odisha News
ବାଲେଶ୍ୱର ୧୭/୩ : ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ବାଲେଶ୍ୱର ଜିଲ୍ଲା ସୋର ଆରଡବ୍ଲୁ ସରକାରୀ ଯନ୍ତ୍ରୀ ପ୍ରମୋଦ ବେଉରିଆଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ ।ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋର ଆରଡବ୍ଲୁ ସରକାରୀ ଯନ୍ତ୍ରୀ ପ୍ରମୋଦ ବେଉରିଆଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି ।ଏକାସାଙ୍ଗେ ଭଦ୍ରକ, ବାସୁଦେବପୁର, ସୋର ଆଦି ୫ଟି ସ୍ଥାନରେ ଥିବା Continue Reading
Odisha News
ସମ୍ବଲପୁର,୧୧/୩: ଆୟ ବର୍ହିଭୁତ ସମ୍ପର୍ତ୍ତି ଠୁଳ ଅଭିଯୋଗରେ ଟାଟା ପାଓ୍ୱାର ପଶ୍ଚିମ ଓଡ଼ିଶା ବିତରଣ ଲିମିଟେଡ୍ରେ କାର‌୍ୟ୍ୟରତ ଓ୍ୱାର୍କସ୍ ଆଣ୍ଡ ପ୍ଲାନିଂର ଜେନେରାଲ୍ ମ୍ୟାନେଜର ସନ୍ତୋଷ କୁମାର ଦର୍ଜିଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରିଛି।ସନ୍ତୋଷଙ୍କ ସମ୍ବଲପୁର ପ୍ରଧାନପଡ଼ାରେ ଥିବା ଶକ୍ତିନଗର ବାସଭବନ, ବୁର୍ଲାରେ ଥିବା ଅଫିସ ଓ ବରଗଡ଼ ଜିଲ୍ଲା ଅତାବିରା ପୈତୃକ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।ଚଢ଼ାଉ ବେଳେ Continue Reading
Seo wordpress plugin by www.seowizard.org.