Home Posts tagged Vigilance (Page 2)
Odisha News
ସମ୍ବଲପୁର,୧୧/୩: ଆୟ ବର୍ହିଭୁତ ସମ୍ପର୍ତ୍ତି ଠୁଳ ଅଭିଯୋଗରେ ଟାଟା ପାଓ୍ୱାର ପଶ୍ଚିମ ଓଡ଼ିଶା ବିତରଣ ଲିମିଟେଡ୍ରେ କାର‌୍ୟ୍ୟରତ ଓ୍ୱାର୍କସ୍ ଆଣ୍ଡ ପ୍ଲାନିଂର ଜେନେରାଲ୍ ମ୍ୟାନେଜର ସନ୍ତୋଷ କୁମାର ଦର୍ଜିଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରିଛି।ସନ୍ତୋଷଙ୍କ ସମ୍ବଲପୁର ପ୍ରଧାନପଡ଼ାରେ ଥିବା ଶକ୍ତିନଗର ବାସଭବନ, ବୁର୍ଲାରେ ଥିବା ଅଫିସ ଓ ବରଗଡ଼ ଜିଲ୍ଲା ଅତାବିରା ପୈତୃକ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।ଚଢ଼ାଉ ବେଳେ Continue Reading
Odisha News
ଗୁଣପୁର, ୨/୩: ଚାକିରି ଆଉ ୨ ମାସ ବଞ୍ଚିଥିଲା। କିନ୍ତୁ ସରକାରୀ ବାବୁଙ୍କ ଲୋଭ ଶେଷ ହୋଇ ନଥିଲା। ଭିଜିଲାନ୍ସ ପଞ୍ଝାରେ ରାୟଗଡ଼ା ଜିଲ୍ଲା ଗୁଣୁପୁର ଗୋଷ୍ଟୀ ଶିକ୍ଷା ଅଧିକାରୀ (ବିଇଓ) ଅନ୍ତର୍ଯ୍ୟାମୀ ବେହେରା। ଆଜି ସେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାଇନ୍ସ ହାତରେ ଧରାପଡିଛନ୍ତି।ସୂଚନା ଅନୁସାରେ ବ୍ଲକ ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବେହେରା ଛଅ ଜଣ ଅବସରପ୍ରାପ୍ତ ଶିକ୍ଷକଙ୍କ ୫୦ ପ୍ରତିଶତ ଏରିୟର Continue Reading
Odisha News
ବାସୁଦେବପୁର, ୧୮।୭: ବାସୁଦେବପୁର ବ୍ଲକର ସିଡିପିଓ ଜାନକୀ ଦାଶ ଲାଞ୍ଚନେଉଥିଲା ବେଳେ ଭିଜିଲାନ୍ସ ହାତରେ ଧରାପଡିଛି ।ଏକ ଠିକା ଡ୍ରାଇଭରର ପାଉଣା ପାସ କରିବା ନିମନ୍ତେ ୩ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ଟିମ୍ ଧରିଥିଲେ ।ଆଇସିଡିଏସ କାର‌୍ୟ୍ୟାଳୟର ଦୈନିକ ଡ୍ରାଇଭର ଭାବେ ରାଜକିଶୋର ନାୟକ କାମ କରୁଛନ୍ତି । ୨୦୧୯ ମସିହା ଜୁଲାଇ ମାସଠାରୁ ତାଙ୍କର ବକେୟା ଦରମା ୪୦ ହଜାର ଟଙ୍କା ପାଇନଥିଲେ । ଶ୍ରୀମତୀ ଦାଶଙ୍କୁ ବାରମ୍ବାର ତାଙ୍କର ବକେୟା […]Continue Reading
Seo wordpress plugin by www.seowizard.org.