ବ୍ରହ୍ମପୁର, ୨୯/୯ : ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ବଡ଼ କାର୍ଯ୍ୟାନୁଷ୍ଠାନ। ମାଲକାନଗିରି DRDAରେ ସଂଲଗ୍ନ ଥିବା ମାଥିଲି ବ୍ଲକ୍ର ଆସିଷ୍ଟାଣ୍ଟ ଏକ୍ସିକ୍ୟୁଟିଭ୍ ଇଞ୍ଜିନିୟର (AEE) ଶିଶିର କୁମାର ଦାଶଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ।ଭିଜିଲାନ୍ସ ପକ୍ଷରୁ ମଙ୍ଗଳବାର ଶିଶିର ଦାଶଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ ତାଙ୍କ ନାଁରେ ଥିବା ଏକାଧିକ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ସନ୍ଧାନ ମିଳିଥିବା Continue Reading




