
ଭୁବନେଶ୍ୱର,୨୦/୭: ଦୂଷିତ ଝରଣା ପାଣି ହିଁ ରାୟଗଡ଼ା ଜିଲ୍ଲାର କାଶୀପୁରରେ ବ୍ୟାପିଥିବା ଝାଡ଼ାବାନ୍ତିର କାରଣ । ସେଠାରେ ଭିବ୍ରିଓ କଲେରା ବିଜାଣୁ ଠାବ ହୋଇଥିବା ବେଳେ ଏହାର ମୂଳ ସଂକ୍ରମଣ ପାଣି ଉତ୍ସରୁ ହିଁ ଆରମ୍ଭ ହୋଇଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।କାଶୀପୁରରେ ବ୍ୟାପିଥିବା ଝାଡ଼ାବାନ୍ତି ଯୋଗୁ ଏଯାଏ ୭ ଜଣ ଆଖି ବୁଜି ସାରିଥିବା ବେଳେ ୧୦୪ ଜଣ ଆକ୍ରାନ୍ତ ହୋଇ ସାରିଲେଣି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀ ସାଧାରଣତଃ ଝରଣାରୁ Continue Reading