Home Posts tagged vote counting
Odisha News
ଝାରସୁଗୁଡ଼ା, ୩/୬: ବ୍ରଜରାଜନଗର ଉପନିର୍ବାଚନର ଭୋଟ୍ ଗଣତି ପ୍ରକ୍ରିୟା ଶୁକ୍ରବାର ସକାଳ ୮ ଟାରେ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ୍ ବାଲାଟ୍ ଗଣତି ଆରମ୍ଭ ହୋଇଥିବାର ସୂଚନା ମିଳିଛି।ଏହାପରେ ଇଭିଏମ୍ ଖୋଲାଯାଇ ଭୋଟ୍ ଗଣତି ହେବ। ଭୋଟ୍ ଗଣତି ପାଇଁ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଛି। ୨୭୯ଟି ବୁଥ ଥିବାରୁ ୨୦ ରାଉଣ୍ଡରେ ଗଣତି ସଂପୂର୍ଣ୍ଣ ହେବ ବୋଲି ଜଣାଯାଇଛି।ପ୍ରତି ଟେବୁଲରେ ୩ ଜଣ କର୍ମଚାରୀଙ୍କୁ ଗଣିବା ପାଇଁ ନିୟୋଜିତ କରାଯାଇଛି। କାଉଣ୍ଟିଂ Continue Reading
Seo wordpress plugin by www.seowizard.org.