Home Posts tagged wear mask
Odisha News
ଭୁବନେଶ୍ବର,୨୩/୧୨: ଦେଶରେ କିଛି ଦିନ ହେବ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ପରେ ତତ୍ପରତା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। କରୋନା ପାଇଁ ସତର୍କ ରହିବାକୁ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି।ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଘରୁ ବାହାରକୁ ଗଲା ବେଳେ ମାସ୍କ ପିନ୍ଧିବାକୁ ସେମାନଙ୍କୁ Continue Reading
Seo wordpress plugin by www.seowizard.org.