
ଭୁବନେଶ୍ୱର,୩/୮: ରାଜଧାନୀରେ ୫ ସ୍ତ୍ରୀଙ୍କ ସ୍ବାମୀ ବନ୍ଧା ହୋଇଛନ୍ତି। ତେବେ ତାଙ୍କ ଲାଇନ୍ରେ ଆଉ ୪୯ ଜଣ ଥିବା ଜଣାପଡ଼ିଛି। ଏହି ଘଟଣାର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରେସମିଟ କରି ପର୍ଦ୍ଦାଫାସ କରିଛନ୍ତି। ଗିରଫ ହୋଇଥିବା ବ୍ୟକ୍ତି ଜଣଙ୍କ ଯାଜପୁର ଭିଙ୍ଗାରପୁରର ସତ୍ୟଜିତ ବୋଲି ଜଣାପଡ଼ିଛି। ସତ୍ୟଜିତ ନିଜକୁ ଗୁଇନ୍ଦା ଇନ୍ସପେକ୍ଟର କହି ବାୟୋଡାଟାରେ ଦର୍ଶାଇ ମହିଳାଙ୍କୁ ଠକୁଥିଲେ।ଅନ୍ୟପକ୍ଷେ ମହିଳା ପୋଲିସଙ୍କ ଚାଟିଂ କରି ଦୁବାଇରୁ ଭୁବନେଶ୍ବର Continue Reading