Home Posts tagged woman dies at mkcg
Odisha News
ଗୋପାଳପୁର, ୩୦/୭: ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ଭିତରେ ପଶି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳାଙ୍କର ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।ଗତକାଲି ତାଙ୍କୁ ଗୁରୁତର ଅବସ୍ଥାରେ ଏମକେସିଜିକୁ ଅଣାଯାଇଥିଲା। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ରାତି ପ୍ରାୟ ୧୨ଟା ୪୫ ମିନିଟ୍ ସମୟରେ ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତକ ହେଲେ ମାଣ୍ଡିଆପଲ୍ଲୀ ସ୍ଥିତ ଜ୍ୟୋତି ନଗରର ଟିକିନା ଦାସ(୩୦)।ଗତକାଲି ସଂଧ୍ୟା ପ୍ରାୟ ୬ଟା ବେଳେ ଗଞ୍ଜାମ ଜିଲ୍ଲା Continue Reading