
ବାଲେଶ୍ୱର,୬/୧୨ : ଘରେ ପଶି ମହିଳାଙ୍କୁ ଅଖିବୁଜା ଗୁଳିମାଡ଼ କରି ଛୁ ମାରିଲେ ଦୁର୍ବୃତ୍ତ। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବରହମପୁର ଥାନା ଅନ୍ତର୍ଗତ ରାଇପାଳ ଗାଁରେ। ମହିଳାଙ୍କ ଜଣଙ୍କ ହେଲେ ଲକ୍ଷ୍ମୀ ମୁର୍ମୁ। ତାଙ୍କ ଦେହରେ ୩ଟି ଗୁଳି ବାଜିଛି। ତାଙ୍କ ଅବସ୍ଥା ଗୁରୁତର ରହିଛି।ଗତକାଲି ବିଳମ୍ବିତ ରାତିରେ ଲକ୍ଷ୍ମୀ ତାଙ୍କ ସ୍ୱାମୀ ଓ ତାଙ୍କ ପୁଅ ଘରେ ଶୋଇଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ଘରେ ପଶି ଲକ୍ଷ୍ମୀଙ୍କ ଉପରେ ୩ ରାଉଣ୍ଡ ଗୁଳି ଚାଳନା […]Continue Reading