Home Posts tagged woman players dead body found in bhubaneswar
Odisha News
ଭୁବନେଶ୍ୱର, ୯/୪ : ରାଜଧାନୀରୁ ଉଦ୍ଧାର ହେଲା ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ମୃତଦେହ । ଭୁବନେଶ୍ୱର ପୁରୁଣା BMC ଅଫିସ୍ ପଛ ହଷ୍ଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତା ଯୁବତୀଜଣକ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ।ଭୁବନେଶ୍ୱର କୋର୍ଟ ପଛପଟେ ଥିବା ହରିହର ବିଦ୍ୟାପୀଠ ନିକଟସ୍ଥ ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତ ଦେହ ମିଳିଛି। ବରଗଡ଼ ଥାନା ପୁଲିସ ମୃତଦେହ Continue Reading
Seo wordpress plugin by www.seowizard.org.