
ଭୁବନେଶ୍ବର,୧୨/୮: ଅଗଷ୍ଟ ୧୨ ତାରିଖ ହେଉଛି ଜାତୀୟ ହାତୀ ଦିବସ। ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ ଜଙ୍ଗଲ ପରିମାଣ କମୁଥିବାରୁ ହାତୀପଲ ଜନବସତି ମୁହାଁ ହୋଇଛନ୍ତି। ଏବେ ସେମାନଙ୍କ ସୁରକ୍ଷା ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି। ଏହି ବିଶାଳକାୟ ପ୍ରାଣୀ ପାଇଁ ପ୍ରାୟ ସବୁ ଦେଶରେ କଠୋର ଆଇନ କାନୁନ ଥିବାବେଳେ କ୍ରମାଗତ ଭାବେ ହାତୀ ଶୀକାର ଯୋଗୁ ସେମାନଙ୍କ ସଂଖ୍ୟା କମିବାରେ ଲାଗିଛି।ସୁରକ୍ଷା ଦୃଷ୍ଟିକୋଣରୁ ହାତୀ ସମ୍ପର୍କରେ ଜନସଚେତନତା କରାଯାଉଛି। ତେବେ ସବୁ Continue Reading