Home Posts tagged yellow fruits
Odisha News
ନୂଆଦିଲ୍ଳୀ, ୨୯/୩ : ଗରମ ଦିନରେ ହଳଦିଆ ରଙ୍ଗର ଫଳ ବହୁତ ମହତ୍ୱପୂର୍ଣ୍ଣ ହୋଇଥାଏ । ହଳଦିଆ ରଙ୍ଗର ଫଳ ଯେମିତି ଆମ୍ବ ,ଅମୃତଭଣ୍ଡା ,ସନ୍ତରା,ତରଭୁଜ ଏବଂ କଦଳୀ ନିହାତି ଖାଇବା ଉଚିତ ।ହଳଦିଆ ରଙ୍ଗର ଫଳ ଏବଂ ପରିବା ରୋଗ ପ୍ରତିରୋଧକ କ୍ଷମତା ବଢାଇବାରେ ସାହାଯ୍ୟ କରିଥାଏ । ହାର୍ଟ ଏବଂ ଡାଇବେଟିସ ରୋଗୀଙ୍କୁ ଏହି ରଙ୍ଗର ପରିବା ନିଜ ଖାଦ୍ୟରେ ନିଶ୍ଚୟ ସାମିଲ କରିବା ଉଚିତ ।ହଳଦିଆ ରଙ୍ଗର ଫଳରେ ଭିଟାମିନ ସି ଭରପୁର […]Continue Reading
Seo wordpress plugin by www.seowizard.org.