Odisha News ଅଭିନେତା ବିଜୟ ମହାନ୍ତି ଙ୍କ ଦେହାନ୍ତ ଭୁବନେଶ୍ୱର,୨୦/୭: ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ସୋମବାର ରାଜଦଧାନୀର କେୟାର ହସ୍ପିଟାଲରେ ପ୍ରାଣ ହରାଇଛନ୍ତି । ନିକଟରେ ସେ ହାଇଦ୍ରାବାଦରୁ ଓଡିଶା ଆସିଥିଲେ । Tags: bijay mohanty Bollywood actor Post navigation Previous Previous post: ଭଲ ଖବର, ରାଜ୍ୟରେ ସୁସ୍ଥ ହେଲେ ୪୫୭ କରୋନା ସଂକ୍ରମିତNext Next post: Bijay Mohanty – The tall tree of Ollywood passes away Related Posts ଗଜପତି: ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ସମ୍ପୂର୍ଣତା ଅଭିଯାନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ଭୁବନେଶ୍ୱରରୁ ନିଖୋଜ,ଟିଟଲାଗଡରେ ଠାବ: ୨୪ ଘଣ୍ଟା ପରେ ଉଦ୍ଧାର ହେଲେ ଦୁଇ ଛାତ୍ର ନଗଦ ୪୮ ଲକ୍ଷ ଟଙ୍କା, ୨୯ ପ୍ଲଟ୍, ୧ କେଜି ସୁନା, ୨ କୋଠା, ଗୋଟିଏ ଫ୍ଲାଟ୍ ଠାବ; ଡେପୁଟୀ ମ୍ୟାନେଜର ଗିରଫ