Odisha News

ମହାନଦୀରେ ବୁଡ଼ିଲା ଡଙ୍ଗା; ୬ ନିଖୋଜ

ଝାରସୁଗୁଡ଼ା,୧୯/୪ : ମହାନଦୀରେ ବୁଡ଼ିଲା ଡଙ୍ଗା। ୬ ଜଣଙ୍କର ମିଳୁନି ପତ୍ତା। ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା।
ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନେ ବରଗଡ଼ ବାଞ୍ଜିପାଲିରୁ ଯାଉଥିଲେ। ଡଙ୍ଗାରେ ଥିବା ୪୦ରୁ ଅଧିକ ଲୋକଙ୍କୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରିଥିଲେ।

Related Posts