Odisha News

ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ, ମୃତ୍ୟୁସଂଖ୍ୟା ୭୦କୁ ବୃଦ୍ଧି

ଭୁବନେଶ୍ୱର ୧୩ ।୭: ସୋମବାର ଦିନ ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୭୦ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି।
ମତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱର ଓ କଟକରୁ ଜଣେ ଲେଖାଏଁ

ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

Related Posts

Seo wordpress plugin by www.seowizard.org.